ଆମ ରିପୋଟରଗଜପତିଜିଲ୍ଲା

ଆକାଂକ୍ଷା ମହିଳା ସଙ୍ଗଠନ ପକ୍ଷରୁ ଇଂରାଜୀ ନବବର୍ଷ ପାଳନ !!!

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ର ଅଗ୍ରଣୀ ମହିଳା ସଙ୍ଗଠନ ଆକାଂକ୍ଷା ତରଫରୁ ପାରଳାଖେମୁଣ୍ଡି ସ୍ଥିତ ନବଜୀବନ…

ଆମ ରିପୋଟରକନ୍ଧମାଳଜିଲ୍ଲା

ସଟ ସର୍କିଟରେ ଜଳି ଗଲା ମିକ୍ସଚର୍ ଫ୍ୟାକ୍ଟ୍ରି : ୧୦ ଲକ୍ଷ ଟଙ୍କାରୁ ଉର୍ଦ୍ଧ୍ବ ମୂଲ୍ୟର ସାମଗ୍ରୀ ଜଳି ପାଉଁଶ !!!

କନ୍ଧମାଳ ( ଆୱାଜ ମିଡ଼ିଆ ) – ସଞ୍ଜୟ କୁମାର ପାଣିଗ୍ରାହୀ : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ନୁଆସାହିରେ ଶନିବାର ବିଳମ୍ବିତ ରାତ୍ରରେ ଏକ ମିକ୍ଚର ଫ୍ୟାକ୍ଟିରରେ…

ଆମ ରିପୋଟରଜିଲ୍ଲାନୟାଗଡ

୫ମ ଓପନ ଜାତୀୟ ଟାଇକୋଣ୍ଡ ପ୍ରତିଯୋଗିତାରେ ନୟାଗଡ଼ କୁ ୧୯ ପଦକ !!!

ନୟାଗଡ଼ ( ଆୱାଜ ମିଡ଼ିଆ ) – ମମତା ମହାପାତ୍ର : ୫ମ ଓପନ ଜାତୀୟ ସ୍ତରୀୟ ଟାଇକୋଣ୍ଡ ଚମ୍ପିୟାନସିପ ୨୦୨୪ ଟାଇକୋଫେଷ୍ଟ ପଶ୍ଚିମବଙ୍ଗର କଲିକତା ଠାରେ…

ଆମ ରିପୋଟରକେନ୍ଦ୍ରାପଡ଼ାଜିଲ୍ଲା

ସିଂଘମ୍ ଟାଇକୋଣ୍ଡ ଏକାଡେମୀ ପକ୍ଷରୁ ବେଲଟ୍ ଡିଷ୍ଟ୍ରିବ୍ୟୁସନ୍ କାର୍ଯ୍ୟକ୍ରମ !!!

କେନ୍ଦ୍ରାପଡା ( ଆୱାଜ ମିଡ଼ିଆ ) – ପ୍ରଫୁଲ୍ଲ କୁମାର ମଲ୍ଲ : ସିଂଘମ୍ ଟାଇକୋଣ୍ଡ ଏକାଡେମୀ ପକ୍ଷରୁ ବେଲଟ୍ ଡିଷ୍ଟ୍ରିବ୍ୟୁସନ୍ କାର୍ଯ୍ୟକ୍ରମ । ଚାନ୍ଦୋଳ ନିକଟସ୍ଥ…

ଆମ ରିପୋଟରଜିଲ୍ଲାଯାଜପୁର

ମୋ ଅନୁଷ୍ଠାନ ସାହିତ୍ୟ ସଂସଦର ରାଜ୍ୟ ସ୍ତରୀୟ ପଞ୍ଚମ ବାର୍ଷିକ ଉତ୍ସବ !!!

ଯାଜପୁର ( ଆୱାଜ ମିଡ଼ିଆ ) – ବ୍ୟୁରୋ ରିପୋର୍ଟ : ମୋ ଅନୁଷ୍ଠାନ ସାହିତ୍ୟ ସଂସଦର ରାଜ୍ୟ ସ୍ତରୀୟ ପଞ୍ଚମ ବାର୍ଷିକ ଉତ୍ସବ ପାଳିତ ।…

ଆମ ରିପୋଟରକଟକଜିଲ୍ଲା

ବୈଦେଶ୍ୱର କପ କ୍ରିକେଟ ଟୁର୍ଣ୍ଣାମେଣ୍ଟ ରେ ଢେଙ୍କାନାଳ ଦଳ ଚମ୍ପିୟାନ !!!

କଳାପଥର ( ଆୱାଜ ମିଡ଼ିଆ ) – ପ୍ରଶାନ୍ତ କର : ବୈଦେଶ୍ୱର କପ କ୍ରିକେଟ ଟୁର୍ଣ୍ଣାମେଣ୍ଟ ରେ ଢେଙ୍କାନାଳ ଦଳ ଚମ୍ପିୟାନ । ବୈଦେଶ୍ୱର ସ୍ଥିତ…

ଆମ ରିପୋଟରଜିଲ୍ଲାନୟାଗଡ

ନୟାଗଡ ଜିଲ୍ଲାରେ ମୁଖ୍ୟମନ୍ତ୍ରୀଙ୍କ ଫସଲ କ୍ଷତିର କ୍ଷେତ୍ରୀୟ ପରିଦର୍ଶନ !!!

ନୟାଗଡ ( ଆୱାଜ ମିଡ଼ିଆ ) – ସ୍ୱରୂପ କୁମାର ପଟ୍ଟନାୟକ : ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ ମାଝୀ ଏବଂ ମାନ୍ୟବର ମନ୍ତ୍ରୀ ରାଜସ୍ଵ…

ଆମ ରିପୋଟରଗଜପତିଜିଲ୍ଲା

ଗଜପତି ଜିଲ୍ଲା କଂଗ୍ରେସ ପକ୍ଷରୁ ପୂର୍ବତନ ପ୍ରଧାନମନ୍ତ୍ରୀ ଡଃ ମନମୋହନ ସିଂ ଙ୍କୁ ଶ୍ରଦ୍ଧାଞ୍ଜଳୀ !!!

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ସଦରମହକୁମା ପାରଳାଖେମୁଣ୍ଡି ସ୍ଥିତ ରାଜାନହର ନିକଟରେ ଆଜି ସନ୍ଧ୍ୟାରେ ଅମ ପ୍ରିୟ…

ଅପରାଧଆମ ରିପୋଟରକନ୍ଧମାଳଜିଲ୍ଲା

ଡକାୟତି ମାମଲା ରେ ଦୁଇ ଜଣଙ୍କୁ ୫ ବର୍ଷ ଜେଲ : ୧୦ ହଜାର ଜୋରିମାନା !!!

କନ୍ଧମାଳ ( ଆୱାଜ ମିଡ଼ିଆ ) – ସଞ୍ଜୟ କୁମାର ପାଣିଗ୍ରାହୀ : ୨୦୧୪ ମସିହା ଜୁଲାଇ ୩୧ ତାରିଖ ସନ୍ଧ୍ୟା ସମୟରେ ଏକ ବ୍ୟବସାୟୀଙ୍କ ଘରେ…

ଆମ ରିପୋଟରଖୋର୍ଦ୍ଧାଜିଲ୍ଲା

ବାଲୁଗାଁ ବାଣପୁର ୧୬ନଂ ଜାତୀୟ ରାଜପଥରେ ଓଲଟିଲା ଅଣ୍ଡା ବୋଝେଇ ଟ୍ରକ !!!

ବାଣପୁର ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ଜାତୀୟ ରାଜପଥରେ ଓଲଟିଲା ଅଣ୍ଡା ବୋଝେଇ ଟ୍ରକ । ଡ଼୍ରାଇଭର ଆହତ । ସୂଚନା…