ଆମ ରିପୋଟରକନ୍ଧମାଳଜିଲ୍ଲା

ଅବ୍ୟବସ୍ଥା ଘେରରେ ସିମନବାଡ଼ି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ : ସମସ୍ତ ମୌଳିକ ସୁବିଧା ପାଇଁ ଦାବୀ !!!

କନ୍ଧମାଳ ( ଆୱାଜ ମିଡ଼ିଆ ) – ସଞ୍ଜୟ କୁମାର ପାଣିଗ୍ରାହୀ : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ସରକାରୀ ଉଚ୍ଚ…

ଅପରାଧଆମ ରିପୋଟରକନ୍ଧମାଳଜିଲ୍ଲା

ଟାଙ୍ଗିଆ ଚୋଟରେ ବୃଦ୍ଧଙ୍କ ମୃତ୍ୟୁ : ହତ୍ୟାକାରୀ ଥାନାରେ ଅଟକ !!!

କନ୍ଧମାଳ ( ଆୱାଜ ମିଡ଼ିଆ ) – ସଞ୍ଜୟ କୁମାର ପାଣିଗ୍ରାହୀ : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ନୂଆସାହିର ଆମ୍ବସାହି ଠାରେ ବୁଧବାର ଅପରାହ୍ନ ରେ…

ଆମ ରିପୋଟରକନ୍ଧମାଳଜିଲ୍ଲା

ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୭୭ ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ !!!

କନ୍ଧମାଳ ( ଆୱାଜ ମିଡ଼ିଆ ) – ସଞ୍ଜୟ କୁମାର ପାଣିଗ୍ରାହୀ : କନ୍ଧମାଳ ଜିଲ୍ଲା ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୭୭ ତମ ସ୍ବାଧିନତା ଦିବସ ମହୋତ୍ସବ…

ଆମ ରିପୋଟରକନ୍ଧମାଳଜିଲ୍ଲା

ଆଗାମୀ ନିର୍ବାଚନକୁ ନେଇ ପ୍ରସ୍ତୁତି ଆରମ୍ଭ : ଜିଲ୍ଲାରେ ତିନି ବର୍ଷରୁ ଅଧିକ ରହିଥିବା ଅଧିକାରୀ ଜିଲ୍ଲାରୁ ବିଦା ହେବେ !!!

କନ୍ଧମାଳ ( ଆୱାଜ ମିଡ଼ିଆ ) – ସଞ୍ଜୟ କୁମାର ପାଣିଗ୍ରାହୀ : ରାଜ୍ୟରେ ସାଧାରଣ ନିର୍ବାଚନ ପାଇଁ ପ୍ରଶାସନିକ ସ୍ତରରେ ପ୍ରସ୍ତୁତି ଆରମ୍ଭ ହୋଇଥିବା ବେଳେ…

ଆମ ରିପୋଟରକନ୍ଧମାଳଜିଲ୍ଲା

ବାଲିଗୁଡାର ଟ୍ରେଜେରି କଲୋନୀ ରାସ୍ତା ଅବସ୍ଥା ଶୋଚନୀୟ !!!

କନ୍ଧମାଳ ( ଆୱାଜ ମିଡ଼ିଆ ) – ସଞ୍ଜୟ କୁମାର ପାଣିଗ୍ରାହୀ : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଏନଏସି ୧୨ ନଂ.ୱାର୍ଡ଼ରେ ଅବସ୍ଥିତ ଟ୍ରେଜେରି କଲୋନୀ ।…

ଆମ ରିପୋଟରକନ୍ଧମାଳଜିଲ୍ଲା

କନ୍ଧମାଳ ଏସବିଆଇ ୠଣ ଘୋଟାଲା ମାମଲା : ତିନି ମାସ ପରେ ଆଉ ଦୁଇ ଜଣଙ୍କୁ ଗିରଫ କଲା ଇଓଡବ୍ଲ୍ୟୁ !!!

କନ୍ଧମାଳ ( ଆୱାଜ ମିଡ଼ିଆ ) – ସଞ୍ଜୟ କୁମାର ପାଣିଗ୍ରାହୀ : କନ୍ଧମାଳ ଜିଲ୍ଲା ଫୁଲବାଣୀ ସ୍ଥିତ ଏସବିଆଇ ମୂଖ୍ୟ ଶାଖାରେ ହୋଇଥିବା ୮ କୋଟି…

ଅପରାଧଆମ ରିପୋଟରକନ୍ଧମାଳଜିଲ୍ଲାମୁଖ୍ୟ ଖବରରାଜ୍ୟ

ଫିରିଙ୍ଗିଆ ଥାନା ଜାଳିଦେଲେ ଉତ୍ୟକ୍ତ ଲୋକ , ଏସ୍‌ଡିପିଓ, ତହସିଲଦାରଙ୍କୁ ଗୋଡେଇ ଗୋଡେଇ ପିଟିଲେ !!!

କନ୍ଧମାଳ ( ଆୱାଜ ମିଡ଼ିଆ ) – ସଞ୍ଜୟ କୁମାର ପାଣିଗ୍ରାହୀ : କନ୍ଧମାଳ ଜିଲା ଫିରିଙ୍ଗିଆ ଥାନାଧିକାରୀଙ୍କ ନିଲମ୍ବନ ଏବଂ ଗିରଫ ଦାବିରେ ଉତ୍ୟକ୍ତ ଲୋକ…

ଆମ ରିପୋଟରକନ୍ଧମାଳଜିଲ୍ଲା

ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୭୭ ତମ ସ୍ବାଧୀନତା ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ !!!

କନ୍ଧମାଳ ( ଆୱାଜ ମିଡ଼ିଆ ) – ସଞ୍ଜୟ କୁମାର ପାଣିଗ୍ରାହୀ : କନ୍ଧମାଳ ଜିଲ୍ଲା ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୭୭ ତମ ସ୍ବାଧୀନତା ଦିବସ ବାଲିଗୁଡା…

ଆମ ରିପୋଟରକନ୍ଧମାଳଜିଲ୍ଲା

ଗଛ ପଡ଼ି ଜାତୀୟ ରାଜପଥ ଅବରୋଧ : ଏକାଧିକ ବିଦ୍ୟୁତ୍‌ ଖୁଣ୍ଟ ଭାଙ୍ଗିଲା, ୧୦ରୁ ଊର୍ଦ୍ଧ୍ୱ ପଞ୍ଚାୟତ ଅନ୍ଧାରରେ !!!

କନ୍ଧମାଳ ( ଆୱାଜ ମିଡ଼ିଆ ) – ସଞ୍ଜୟ କୁମାର ପାଣିଗ୍ରାହୀ : କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ରେ ଗତ ଏକ ସପ୍ତାହ ହେଲା ଲଘୁଚାପ…

ଅପରାଧଆମ ରିପୋଟରକନ୍ଧମାଳଜିଲ୍ଲା

ଭୁଷୁଡ଼ି ପଡିଲା ସ୍ମାର୍ଟ ସ୍କୁଲ ପାଚେରୀ : ନିମ୍ନମାନର କାମ ଅଭିଯୋଗ : ତଦନ୍ତ ଦାବୀ କଲେ ଗ୍ରାମବାସୀ !!!

କନ୍ଧମାଳ ( ଆୱାଜ ମିଡ଼ିଆ ) – ସଞ୍ଜୟ କୁମାର ପାଣିଗ୍ରାହୀ : ଶିକ୍ଷାରେ ଉନ୍ନତି ପାଇଁ ରାଜ୍ୟ ସରକାର ଉଦ୍ୟମ ଜାରି ରଖିଛନ୍ତି । ଖାସ୍…