ଆମ ରିପୋଟରକନ୍ଧମାଳଜିଲ୍ଲା

ମୁଣ୍ଡିଗଡ଼ ପଞ୍ଚାୟତରେ ସ୍ୱତନ୍ତ୍ର ଗ୍ରାମସଭା ଅନୁଷ୍ଠିତ : ବିଭିନ୍ନ ସମସ୍ୟା ଉପରେ ଗୁରୁତ୍ୱାରୋପ !!!

କନ୍ଧମାଳ ( ଆୱାଜ ମିଡ଼ିଆ ) – ସଞ୍ଜୟ କୁମାର ପାଣିଗ୍ରାହୀ : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ତୁମୁଡିବନ୍ଧ ର ମୁଣ୍ଡିଗଡ଼ ଗ୍ରାମ ପଞ୍ଚାୟତରେ ମଙ୍ଗଳବାର…

ଆମ ରିପୋଟରକନ୍ଧମାଳଜିଲ୍ଲା

ଶ୍ରୀ ଅରବିନ୍ଦଙ୍କ ୧୫୦ ତମ ଜୟନ୍ତୀ ରେ ସଚେତନ ରଥଯାତ୍ରା ଏବଂ ଜିଲ୍ଲା ସ୍ତରୀୟ ମହିଳା ପାଠଚକ୍ର ଆଲୋଚନା !!!

କନ୍ଧମାଳ ( ଆୱାଜ ମିଡ଼ିଆ ) – ସଞ୍ଜୟ କୁମାର ପାଣିଗ୍ରାହୀ : ପ୍ରଭୁ ଶ୍ରୀ ଅରବିନ୍ଦଙ୍କ ୧୫୦ ତମ ଜୟନ୍ତୀ ଅବସରରେ ସାରା ଭାରତରେ ୧୫/୦୮/୨୧…

ଆମ ରିପୋଟରକନ୍ଧମାଳଜିଲ୍ଲାରାଜ୍ୟ

ବିଶ୍ୱବିଦ୍ୟାଳୟ ସ୍ତରରେ ସ୍ଵର୍ଣ୍ଣ ପଦକ ହାସଲ କରି କନ୍ଧମାଳ ପାଇଁ ଗୌରବ ଆଣିଲେ ରୁନିତା ପ୍ରଧାନ !!!

କନ୍ଧମାଳ ( ଆୱାଜ ମିଡ଼ିଆ ) – ସଞ୍ଜୟ କୁମାର ପାଣିଗ୍ରାହୀ : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଦାରିଙ୍ଗବାଡ଼ି ବ୍ଲକ ପାଇଁ ଗର୍ବ ଆଉ ଗୌରବ…

ଆମ ରିପୋଟରକନ୍ଧମାଳଜିଲ୍ଲା

ଓଡିଶା ଜୀବିକା ମିଶନ ପକ୍ଷରୁ ସାଧାରଣ ବୈଠକ ଅନୁଷ୍ଠିତ !!!

କନ୍ଧମାଳ ( ଆୱାଜ ମିଡ଼ିଆ ) – ସଞ୍ଜୟ କୁମାର ପାଣିଗ୍ରାହୀ : କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ବାରଖମା ପଞ୍ଚାୟତରେ ଓଡିଶା ଜୀବିକା ମିଶନ ଆନୁକୂଲ୍ୟରେ…

ଅପରାଧଆମ ରିପୋଟରକନ୍ଧମାଳଜିଲ୍ଲା

ବେଆଇନ ଭାବେ ଗଛିତ ମହୁଲ ଜବତ : ଜଣେ ଗିରଫ !!!

କନ୍ଧମାଳ ( ଆୱାଜ ମିଡ଼ିଆ ) – ସଞ୍ଜୟ କୁମାର ପାଣିଗ୍ରାହୀ : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ଥାନା ସିମନବାଡ଼ିରେ ଅବକାରୀ ବିଭାଗ…

ଆମ ରିପୋଟରକନ୍ଧମାଳଜିଲ୍ଲା

ବାଲିଗୁଡା ରେ ମାଟ୍ରିକ ପରୀକ୍ଷାର ପ୍ରଥମ ଦିନ ଶାନ୍ତି ଶୃଙ୍ଖଳା ର ସହ ଶେଷ !!!

କନ୍ଧମାଳ ( ଆୱାଜ ମିଡ଼ିଆ ) – ସଞ୍ଜୟ କୁମାର ପାଣିଗ୍ରାହୀ : ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ମାଟ୍ରିକ୍ , ମଧ୍ୟମା, ରାଜ୍ୟ ମୁକ୍ତ…

ଆମ ରିପୋଟରକନ୍ଧମାଳଜିଲ୍ଲା

ପୋଲିସ ବିଭାଗ ତରଫରୁ ଜନ ସମ୍ପର୍କ ଶିବିର ଆୟୋଜିତ !!!

କନ୍ଧମାଳ ( ଆୱାଜ ମିଡ଼ିଆ ) – ସଞ୍ଜୟ କୁମାର ପାଣିଗ୍ରାହୀ : କନ୍ଧମାଳ ଜିଲ୍ଲା ବାଲିଗୁଡା ଥାନା ଅଞ୍ଚଳ ବାରଖମା ଫାଣ୍ଡିର ସଲାଗୁଡା ପଞ୍ଚାୟତ ଏକ…

ଆମ ରିପୋଟରକନ୍ଧମାଳଜିଲ୍ଲା

କେନ୍ଦ୍ରୀୟ ସ୍ଵତନ୍ତ୍ର ଗ୍ରାମସଭା ଅନୁଷ୍ଠିତ !!!

କନ୍ଧମାଳ ( ଆୱାଜ ମିଡ଼ିଆ ) – ସଞ୍ଜୟ କୁମାର ପାଣିଗ୍ରାହୀ : କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ୍ ରେବିଙ୍ଗିଆ ପଞ୍ଚାୟତ ସଭାଗୃହରେ କେନ୍ଦ୍ରୀୟ ସ୍ଵତନ୍ତ୍ର ଗ୍ରାମସଭା…

ଆମ ରିପୋଟରକନ୍ଧମାଳଜିଲ୍ଲା

ବିଦ୍ୟାଳୟ ପାଚେରୀ ଭଙ୍ଗାକୁ ନେଇ ଉତ୍ତେଜନା : ୫୯ ନଂ ଜାତୀୟ ରାଜପଥ ଅବରୋଧ କଲେ ସ୍ଥାନୀୟ ବାସିନ୍ଦା !!!

କନ୍ଧମାଳ ( ଆୱାଜ ମିଡ଼ିଆ ) – ସଞ୍ଜୟ କୁମାର ପାଣିଗ୍ରାହୀ : ବିଦ୍ୟାଳୟ ପାଚେରୀ ଭଙ୍ଗାକୁ ନେଇ ଉତ୍ତେଜନା । ନ୍ୟାୟ ଦାବିରେ ୫୯ ନଂ…

ଅପରାଧଆମ ରିପୋଟରକନ୍ଧମାଳଜିଲ୍ଲା

କରଡ଼ା ଘାଟି ରେ ଡକାୟତି ମାମଲା : ୫ ଅଭିଯୁକ୍ତ ଙ୍କୁ ୭ ବର୍ଷ ଲେଖାଏଁ ସଶ୍ରମ କାରାଦଣ୍ଡାଦେଶ !!!

କନ୍ଧମାଳ ( ଆୱାଜ ମିଡ଼ିଆ ) – ସଞ୍ଜୟ କୁମାର ପାଣିଗ୍ରାହୀ : ଏକ ଡକାୟତି ମାମଲା ର ବିଚାର କରି ମଙ୍ଗଳବାର ଦିନ ବାଲିଗୁଡା କୋର୍ଟର…