ଆମ ରିପୋଟରକନ୍ଧମାଳଜିଲ୍ଲା

ପ୍ରଧାନମନ୍ତ୍ରୀ ସଡ଼କ ଯୋଜନାରେ ନିର୍ମାଣ କାମ କୁ ଜମି ହରାଉଥିବା ଲୋକଙ୍କ ବିରୋଧ !!!

କନ୍ଧମାଳ ( ଆୱାଜ଼ ମିଡ଼ିଆ ) – ସଞ୍ଜୟ କୁମାର ପାଣିଗ୍ରାହୀ : ଗାଁକୁ ରାସ୍ତା ନ ଥିଲା , ଗାଁକୁ ସ୍ଥାୟୀ ପିଚୁ ରାସ୍ତା ନିର୍ମାଣ…

ଆମ ରିପୋଟରକନ୍ଧମାଳଜିଲ୍ଲା

ବନ୍ଧରେ ଗାଧୋଇବା ବେଳେ ବୁଡ଼ିଯାଇ ୩ବର୍ଷ ଶିଶୁର ମୃତ୍ୟୁ !!!

କନ୍ଧମାଳ ( ଆୱାଜ଼ ମିଡ଼ିଆ ) – ସଞ୍ଜୟ କୁମାର ପାଣିଗ୍ରାହୀ : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ , କୋଟଗଡ ବ୍ଲକ ମାଦାଗୁଡା ର ଦୁରିଙ୍ଗିପଡି…

ଆମ ରିପୋଟରକନ୍ଧମାଳଜିଲ୍ଲା

ଅବସର ପ୍ରାପ୍ତ ମ୍ୟାଲେରିଆ ଇନ୍ସସ୍ପେକ୍ଟରଙ୍କ ପରଲୋକ !!

କନ୍ଧମାଳ ( ଆୱାଜ଼ ମିଡ଼ିଆ ) – ସଞ୍ଜୟ କୁମାର ପାଣିଗ୍ରାହୀ : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ପଣସପଡ଼ି ନିବାସୀ ଅବସର ପ୍ରାପ୍ତ ମ୍ୟାଲେରିଆ ଇନ୍ସସ୍ପେକ୍ଟର ବଂଶୀଧର…

ଅପରାଧଆମ ରିପୋଟରକନ୍ଧମାଳଜିଲ୍ଲା

ଗୁଣି ଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ମରଣାନ୍ତକ ଆକ୍ରମଣ !

କନ୍ଧମାଳ ( ଆୱାଜ ମିଡ଼ିଆ ) – ସଞ୍ଜୟ କୁମାର ପାଣିଗ୍ରାହୀ : ଗୁଣି ଗାରେଡ଼ିକୁ କେନ୍ଦ୍ରକରି ବୃଦ୍ଧଙ୍କୁ ମରଣାନ୍ତକ ଆକ୍ରମଣ । କନ୍ଧମାଳ ଜିଲ୍ଲା ବାଲିଗୁଡା…

ଆମ ରିପୋଟରକନ୍ଧମାଳଜିଲ୍ଲା

ଦୁଇ ବାଇକ ମୁହାଁମୁହି ଧକ୍କା : ଦୁଇ ଗୁରୁତର !

କନ୍ଧମାଳ ( ଆୱାଜ଼ ମିଡ଼ିଆ ) – ସଞ୍ଜୟ କୁମାର ପାଣିଗ୍ରାହୀ : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ କୋଟଗଡ ବ୍ଲକ ପିଲତୋଟା ସାହି ବୁଲାଣିରେ ଦୁଇ…

ଆମ ରିପୋଟରକନ୍ଧମାଳଜିଲ୍ଲା

ଏନଏସୟୁଆଇ ର କନ୍ଧମାଳ ଜିଲ୍ଲା ସଭାପତି ଭାବେ ଅଂଶୁମାନ ମନୋନୀତ !!

କନ୍ଧମାଳ ( ଆୱାଜ଼ ମିଡ଼ିଆ ) – ସଞ୍ଜୟ କୁମାର ପାଣିଗ୍ରାହୀ : କଂଗ୍ରେସ ଦଳ ର ଛାତ୍ର ସଂଗଠନ ଭାରତୀୟ ଜାତୀୟ ଛାତ୍ର ସଂଘ (ଏନଏସୟୁଆଇ)…

ଆମ ରିପୋଟରକନ୍ଧମାଳଜିଲ୍ଲାରାଜ୍ୟ

ଖବର ପ୍ରକାଶନ ପରେ ପୂର୍ତ୍ତ ବିଭାଗର ରାତି ଅଧିଆ ମରାମତି କାମ !!

କନ୍ଧମାଳ ( ଆୱାଜ଼ ମିଡ଼ିଆ ) – ସଞ୍ଜୟ କୁମାର ପାଣିଗ୍ରାହୀ : ଗଣମାଧ୍ୟମରେ ଖବର ପ୍ରକାଶ ପାଇବା ପରେ ଶୋଇ ରହିଥିବା ଫୁଲବାଣୀ ପୂର୍ତ୍ତ ବିଭାଗ…

ଅପରାଧଆମ ରିପୋଟରକନ୍ଧମାଳଜିଲ୍ଲା

କାର ସହ ଗଞ୍ଜେଇ ଜବତ : ନାବାଳକ ସହ ତିନି ଗଞ୍ଜେଇ ମାଫିଆ ଗିରଫ !!!

କନ୍ଧମାଳ ( ଆୱାଜ଼ ମିଡ଼ିଆ ) – ସଞ୍ଜୟ କୁମାର ପାଣିଗ୍ରାହୀ : କନ୍ଧମାଳ ଜିଲ୍ଲା ପରିଙ୍ଗିଆ ଅଞ୍ଚଳରେ ଦିନକୁ ଦିନ ବଢ଼ିବାରେ ଲାଗିଛି ଗଞ୍ଜେଇ ଚୋରା…

Breaking newsଆମ ରିପୋଟରକନ୍ଧମାଳଜିଲ୍ଲାମୁଖ୍ୟ ଖବରରାଜ୍ୟ

ଘରୋଇ ମହାବିଦ୍ୟାଳୟରେ ନାମ ଲେଖାଇବା ନାଁରେ ରାକେଟ ସକ୍ରିୟ : ବନ୍ଧକ ପଡିଛି ଭବିଷ୍ୟତ : ଷ୍ଟାଇପେଣ୍ଡ ଟଙ୍କା ଲୁଟୁଛି ମହାବିଦ୍ୟାଳୟ !!!

କନ୍ଧମାଳ ( ଆୱାଜ଼ ମିଡ଼ିଆ ) – ସଞ୍ଜୟ କୁମାର ପାଣିଗ୍ରାହୀ : ଆଦିବାସୀ ଛାତ୍ରଛାତ୍ରୀଙ୍କ ନାମରେ ଜାଲ ବ୍ୟାଙ୍କ ଆକାଉଣ୍ଟ ଖୋଲି ଷ୍ଟାଇପେଣ୍ଡ ଟଙ୍କା ହଡ଼ପ…