ଅପରାଧଆମ ରିପୋଟରଖୋର୍ଦ୍ଧାଜିଲ୍ଲା

ବାଲୁଗାଁ ବାଇପାସ୍ ୧୬ ନଂ ଜାତୀୟ ରାଜପଥରେ ପୋଲିସ୍ ଭ୍ୟାନ ଧକ୍କାରେ ବୃଦ୍ଧଙ୍କ ମୃତ୍ୟୁ !!!

ବାଲୁଗାଁ ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ବାଇପାସ୍ ୧୬ ନଂ ଜାତୀୟ ରାଜପଥ ସୁବୁଦ୍ଧିପାଟଣା ଛକ ନିକଟରେ…

ଆମ ରିପୋଟରଖୋର୍ଦ୍ଧାଜିଲ୍ଲା

ଜାଗୁଳାଇ ପାଟଣା ଜଗନ୍ନାଥ ମନ୍ଦିରରେ ମହାପ୍ରଭୁଙ୍କ ସ୍ନାନ ଉତ୍ସବ !!!

ଖୋର୍ଦ୍ଧା ( ଆୱାଜ ମିଡ଼ିଆ ) – ଯୋଗେଶ୍ୱର ପଣ୍ଡା : ଖୋର୍ଦ୍ଧା ଜିଲ୍ଲା ସଦର ମହକୁମା ନିକଟସ୍ଥ ଜାଗୁଳାଇ ପାଟଣା ଗ୍ରାମସ୍ଥିତ ମହାପ୍ରଭୁଙ୍କ ଜଗନ୍ନାଥ, ବଳଭଦ୍ର…

ଅପରାଧଆମ ରିପୋଟରଖୋର୍ଦ୍ଧାଜିଲ୍ଲା

ବାଣପୁର ପୋଲିସର ବିଭିନ୍ନ ଜୁଆ ଆଡ୍ଡା ଉପରେ ଚଢାଉ : ୯ ଜୁଆଡ଼ି ଗିରଫ !!!

ବାଣପୁର ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ରଜ ସଂକ୍ରାନ୍ତି ବେଳେ ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନାର ଏକାଧିକ ଅଞ୍ଚଳରେ ବେଆଇନ ଜୁଆ…

ଆମ ରିପୋଟରଖୋର୍ଦ୍ଧାଜିଲ୍ଲା

ବାଲୁଗାଁ ଓଡ଼ିଆ ଆର୍ଟ ସେଣ୍ଟର ରେ ପହିଲି ରଜ ପାଳିତ !!!

ବାଲୁଗାଁ ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ଓଡ଼ିଆ ଆର୍ଟ ସେଣ୍ଟର ବଡ଼କୂଳ ଠାରେ ଆଜି ପହିଲି ରଜ…

ଆମ ରିପୋଟରଖୋର୍ଦ୍ଧାଜିଲ୍ଲା

ଚିଲିକା ବ୍ଲକରେ ଖୋର୍ଦ୍ଧା ଜିଲ୍ଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି : ୧୯ ଟି ବିଦ୍ୟାଳୟକୁ ମିଳିଲା ସ୍ଥାୟୀ ପଟ୍ଟା !!!

ଚିଲିକା ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ଚିଲିକା ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଖୋର୍ଦ୍ଧା ଜିଲ୍ଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଓ…

ଆମ ରିପୋଟରଖୋର୍ଦ୍ଧାଜିଲ୍ଲା

ବିଶିଷ୍ଟ ସମାଜସେବୀଙ୍କ ୭୯ ତମ ଜୟନ୍ତୀ ପାଳିତ !!!

ଖୋର୍ଦ୍ଧା ( ଆୱାଜ ମିଡ଼ିଆ ) – ଯୋଗେଶ୍ୱର ପଣ୍ଡା : ବେଗୁନିଆ ବ୍ଲକ ଅନ୍ତର୍ଗତ କଣ୍ଟାବାଡ଼ ଗ୍ରାମର ବିଶିଷ୍ଟ ସମାଜସେବୀ ତଥା ରମାମଣି ମହାବିଦ୍ୟାଳୟର ପ୍ରତିଷ୍ଠାତା…

ଆମ ରିପୋଟରଖୋର୍ଦ୍ଧାଜିଲ୍ଲା

ବଡ଼କୁଳ ଓଡ଼ି ଆର୍ଟ ସେଣ୍ଟରରେ ତିନି ଦିନ ଧରି ପାଳନ ହେବ ରଜ ମହୋତ୍ସବ !!!

ଚିଲିକା ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ଖୋର୍ଦ୍ଧା ଜିଲ୍ଲା ଚିଲିକା ବ୍ଲକ ଅନ୍ତର୍ଗତ ବଡ଼କୁଳ ଓଡ଼ି ଆର୍ଟ ସେଣ୍ଟର ପରିସରରେ ରଜ…

ଆମ ରିପୋଟରଖୋର୍ଦ୍ଧାଜିଲ୍ଲା

ଆନ୍ତର୍ଜାତିକ ମାନବ ଅଧିକାର ସୁରକ୍ଷା ସଙ୍ଗଠନର ବୈଠକ !!!

ଖୋର୍ଦ୍ଧା ( ଆୱାଜ ମିଡ଼ିଆ ) – ଯୋଗେଶ୍ୱର ପଣ୍ଡା : ଖୋର୍ଦ୍ଧା ସଦର ମହକୁମାସ୍ଥିତ ପର୍ଯ୍ୟଟନ ସ୍ଥଳୀ ବରୁଣେଇ ପାଦଦେଶରେ ଆନ୍ତର୍ଜାତୀୟ ମାନବ ଅଧିକାର ରକ୍ଷକ…