ଆମ ରିପୋଟରକଟକଖୋର୍ଦ୍ଧାଜିଲ୍ଲାବାଲେଶ୍ୱରରାଜ୍ୟ

ନୀଳଗିରି ପୁଲିସ ର ଔଦ୍ଧତ୍ୟ କୁ ସବୁଆଡେ ନିନ୍ଦା !!!

ନୀଳଗିରି ( ଆୱାଜ ମିଡ଼ିଆ ) – ବ୍ୟୁରୋ ରିପୋର୍ଟ : ନୀଳଗିରିରେ କାର୍ଯ୍ୟରତ ସାମ୍ୱାଦିକ ଲୋକନାଥ ଦଳେଇଙ୍କୁ ମାଡ଼ ମାରି ଗୋଡ଼ରେ ବେଡ଼ି ପକାଇ ମେଡ଼ିକାଲ୍‌ରେ…

ଅପରାଧଆମ ରିପୋଟରଖୋର୍ଦ୍ଧାଜିଲ୍ଲାମୁଖ୍ୟ ଖବରରାଜନୀତିରାଜ୍ୟ

ଚିଲିକା : ଡୁପ୍ଲିକେଟ ରାସନକାର୍ଡ ଦେଇ ଶାସକ ଦଳ ପଞ୍ଚାୟତ ନିର୍ବାଚନରେ କରିଛି ବାଜିମାତ !!!

ଚିଲିକା ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ବାଜିମାତ କରି ବାହା ବାହା ମାରୁଛି ଶାସକ ଦଳ ବିଜେଡ଼ି…

ଆମ ରିପୋଟରକଟକଖୋର୍ଦ୍ଧାଜିଲ୍ଲାରାଜ୍ୟସ୍ମାର୍ଟ ସିଟି

ଅଲ୍ ଓଡିଶା ଇପିଏଫ୍ ପେନସନରସ୍ ଆସୋସିଏସନ ର ୨ ଦିନିଆ ରାଜ୍ୟ ସମ୍ମିଳନୀ ଉଦ୍‍ଯାପିତ !!!

ପୁରୀ ( ଆୱାଜ ମିଡ଼ିଆ ) – ଶ୍ରୀକାନ୍ତ ବେଉରା : ପୁରୀ ସହର ସ୍ଥିତ ଶରଧା ମଣ୍ଡପ ଠାରେ ଅନୁଷ୍ଠିତ ଅଲ ଓଡିଶା ଇପିଏଫ୍ ପେନ୍ସନର୍ସ…

ଆମ ରିପୋଟରଖୋର୍ଦ୍ଧାଜିଲ୍ଲାରାଜନୀତିରାଜ୍ୟ

ଉପାଧ୍ୟକ୍ଷ ନିର୍ବାଚନ : ବାଣପୁର ଏନଏସିରେ ପ୍ରାଚୀପ୍ରଭା ସ୍ୱାଇଁ ଦଖଲ କଲେ ଆସନ !!!

ବାଣପୁର ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ଆଜି ରାଜ୍ୟର ସମସ୍ତ ପୌରାଞ୍ଚଳରେ ଉପାଧ୍ୟକ୍ଷ ପଦବୀ ପାଇଁ ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି ।…

ଆମ ରିପୋଟରଖୋର୍ଦ୍ଧାଜିଲ୍ଲା

ଜଗତେଶ୍ୱର ଦେବଙ୍କ ପୀଠରେ ବିଶ୍ୱ ଶାନ୍ତି ମହାଯଜ୍ଞ ଏବଂ ଅଷ୍ଟଶମ୍ଭୁ ଓ ବିଷ୍ଣୁ ମିଳନ !!!

ବାଣପୁର ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ଚିଲିକା ବ୍ଲକ ଅନ୍ତର୍ଗତ ସୁବୁଦ୍ଧିପାଟଣା ଜଗତେଶ୍ୱର ଦେବଙ୍କ ପୀଠରେ ତିନି ଦିନ ବ୍ୟାପି ବିଶ୍ୱଶାନ୍ତି…

ଅପରାଧଆମ ରିପୋଟରଖୋର୍ଦ୍ଧାଜିଲ୍ଲାମୁଖ୍ୟ ଖବରରାଜ୍ୟ

ବାଣପୁରରେ ନାବାଳିକା ଙ୍କୁ ଦୁଷ୍କର୍ମ ଉଦ୍ୟମ ଅଭିଯୋଗ : ଯୁବକଙ୍କୁ ଖୁଣ୍ଟରେ ବାନ୍ଧିଲେ ଗ୍ରାମବାସୀ !!!

ବାଣପୁର ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅନ୍ତର୍ଗତ ହରିଚନ୍ଦନପୁର ଗ୍ରାମରେ ଘଟିଛି ଅଭାବନୀୟ ଘଟଣା ।…

ଆମ ରିପୋଟରଖୋର୍ଦ୍ଧାଜିଲ୍ଲା

ବାଣପୁର ଗ୍ରାମୀଣ ମହିଳା ମହାବିଦ୍ୟାଳୟରେ ଆତ୍ମରକ୍ଷା କୌଶଳ ପ୍ରଶିକ୍ଷଣ ଶିବିର ଉଦଘାଟିତ !!!

ବାଣପୁର ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ଖୋର୍ଦ୍ଧା ଜିଲ୍ଲା ବାଣପୁର ସ୍ଥିତ ଗ୍ରାମୀଣ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଆଜି…

ଅପରାଧଆମ ରିପୋଟରଖୋର୍ଦ୍ଧାଜିଲ୍ଲା

ହାଇକୋର୍ଟରେ ଜାମିନ ଆବେଦନ କଲେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ !!!

ଚିଲିକା ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ଦୁଇଥର ଜାମିନ ଆବେଦନ ଖାରଜ ହେବା ପରେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ହାଇକୋର୍ଟ…

ଅପରାଧଆମ ରିପୋଟରଖୋର୍ଦ୍ଧାଜିଲ୍ଲା

ବାଲୁଗାଁରେ ଘରେ ପଶି ଲକ୍ଷାଧିକ ଟଙ୍କା ଓ ସୁନା ଅଳଙ୍କାର ଲୁଟିନେଲେ ଦୁର୍ବୁତ୍ତ !!!

ବାଣପୁର ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ରାତି ଅଧରେ ଘରେ ପଶି ଲକ୍ଷାଧିକ ଟଙ୍କା ଓ ସୁନା ଅଳଙ୍କାର ଲୁଟିନେଲେ ଦୁର୍ବୁତ୍ତ…