ଆମ ରିପୋଟରଖୋର୍ଦ୍ଧାଜିଲ୍ଲା

ଖୋର୍ଦ୍ଧାରେ ଗଡ଼ିଲା ଦୀନଦୟାଲ ଉପାଧ୍ୟାୟ କୌଶଲ ବିକାଶ ରଥ !!

ଖୋର୍ଦ୍ଧା ( ଆୱାଜ ମିଡ଼ିଆ ) – ଯୋଗେଶ୍ୱର ପଣ୍ଡା : ଖୋର୍ଦ୍ଧାରେ ଦୀନ ଦୟାଲ ଉପାଧ୍ୟାୟ ଗ୍ରାମୀଣ କୌଶଲ୍ୟ ଯୋଜନାର ଦକ୍ଷତା ବିକାଶ ରଥର ଶୁଭାରମ୍ଭ…

ଆମ ରିପୋଟରଖୋର୍ଦ୍ଧାଜିଲ୍ଲା

ବାଣପୁର ର ତିନି ଯୁବକ ପାଇଲେ ଶ୍ରେଷ୍ଠ ବୃକ୍ଷପ୍ରେମୀ ସମ୍ମାନ !!!

ବାଣପୁର ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ଭାରତର ର ପୂର୍ବତନ ରାଷ୍ଟ୍ରପତି ଡକ୍ଟର ଏ.ପି.ଜେ ଅବଦୁଲ କଲାମଙ୍କ 90 ତମ ଜୟନ୍ତୀ…

ଆମ ରିପୋଟରଖୋର୍ଦ୍ଧାଜିଲ୍ଲାରାଜ୍ୟ

କାର୍ଯ୍ୟରେ ଯୋଗଦେଲେ ଖୋର୍ଦ୍ଧାର ନୂତନ ଜିଲ୍ଲାପାଳ : ଚିଲିକାର ସମସ୍ୟାକୁ ନେଇ ରଖିଲେ ପ୍ରତିକ୍ରିୟା !!!

ବାଣପୁର ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ଖୋର୍ଦ୍ଧାର ନୂତନ ଜିଲ୍ଲାପାଳ ଭାବେ ବରିଷ୍ଠ ପ୍ରଶାସକ ସଂଗ୍ରାମ କେଶରୀ ମହାପାତ୍ର କାର୍ଯ୍ୟରେ ଯୋଗ…

ଆମ ରିପୋଟରଖୋର୍ଦ୍ଧାଜିଲ୍ଲାଦେଶବିଦେଶମୁଖ୍ୟ ଖବରରାଜ୍ୟ

ଆସିଲା ଶୀତ ଋତୁ : ରଙ୍ଗ ବେରଙ୍ଗର ବିଦେଶୀ ପକ୍ଷୀଙ୍କ କଳରବରେ ଫାଟି ପଡୁଛି ଚିଲିକା !!!

ବାଣପୁର ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ଧୀରେ ଧୀରେ ରାଜ୍ୟରେ ଶୀତ ଋତୁ ପ୍ରବେଶ କରିବା ଆରମ୍ଭ କରିଛି । ମରାଳ…

ଆମ ରିପୋଟରଖୋର୍ଦ୍ଧାଜିଲ୍ଲା

ବାଲୁଗାଁ ମହାବିଦ୍ୟାଳୟ ପକ୍ଷରୁ ଯୁକ୍ତ ଦୁଇ ପ୍ରଥମ ବର୍ଷ ଛାତ୍ରଛାତ୍ରୀ ମାନଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା !!!

ବାଣପୁର ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ବାଲୁଗାଁ ମହାବିଦ୍ୟାଳୟ ପକ୍ଷରୁ ଯୁକ୍ତ ଦୁଇ ପ୍ରଥମ ବର୍ଷ ଛାତ୍ରଛାତ୍ରୀ ମାନଙ୍କୁ ସ୍ଵାଗତ ଉତ୍ସବ…

ଅପରାଧଆମ ରିପୋଟରଖୋର୍ଦ୍ଧାଜିଲ୍ଲା

ଖୋର୍ଦ୍ଧା ଜିଲ୍ଲା ଅବକାରୀ ବିଭାଗର ଚଢ଼ାଉ : ବିପୁଳ ପରିମାଣରେ କଫ ସିରାପ , ବ୍ରାଉନ ସୁଗାର ଜବତ

ଖୋର୍ଦ୍ଧା ( ଆୱାଜ ମିଡ଼ିଆ ) – ଯୋଗେଶ୍ୱର ପଣ୍ଡା : ଖୋର୍ଦ୍ଧା ଜିଲ୍ଲା ସଦର ମହକୁମାର ବିଡିଏ କଲୋନୀରେ ଗତକାଲି ସଂନ୍ଧ୍ୟାରେ ୭୦୦ ବୋତଲ କଫ…

ଆମ ରିପୋଟରଖୋର୍ଦ୍ଧାଜିଲ୍ଲା

ଖୋର୍ଦ୍ଧାରେ ନୂତନ ଜିଲ୍ଲାପାଳଙ୍କ ଯୋଗଦାନ !!!

ଖୋର୍ଦ୍ଧା ( ଆୱାଜ ମିଡ଼ିଆ ) – ଯୋଗେଶ୍ୱର ପଣ୍ଡା : ଖୋର୍ଦ୍ଧାରେ ନୂତନ ଜିଲ୍ଲାପାଳ ଭାବେ ସଂଗ୍ରାମ କେଶରୀ ମହାପାତ୍ର ଯୋଗ ଦେଇଛନ୍ତି । ଏହି…

ଅପରାଧଆମ ରିପୋଟରଖୋର୍ଦ୍ଧାଜିଲ୍ଲା

ଆନ୍ତରାଜ୍ୟ ଗଞ୍ଜେଇ ଚାଲାଣ ଗ୍ୟାଙ୍ଗର ପର୍ଦ୍ଦାଫାଶ କଲା ଟାଙ୍ଗୀ ପୋଲିସ !!!

!!! ଲକ୍ଷାଧିକ ଟଙ୍କାର ଗଞ୍ଜେଇ ସହିତ ଜଣେ ଗିରଫ !!! ବାଣପୁର ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ଆନ୍ତରାଜ୍ୟ ଗଞ୍ଜେଇ ଚାଲାଣ…

ଆମ ରିପୋଟରଖୋର୍ଦ୍ଧାଜିଲ୍ଲା

ସହିଦ କୃତିବାସ ଭବନ ଠାରେ ଟୀକାକରଣ କରାଉଥିବା କର୍ମଚାରୀ ମାନଙ୍କ ମଧ୍ୟରେ ଖୁସିର ଲହରୀ ।।

ବାଣପୁର ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ଦେଶରେ କୋଭିଡ଼୧୯ ର ଶହେ କୋଟି ଡୋଜ୍ ଟିକାକରଣ ମାଇଲଖୁଣ୍ଟ ପାର ହେବା ପରେ…

ଅପରାଧଆମ ରିପୋଟରଖୋର୍ଦ୍ଧାଜିଲ୍ଲା

ସନ୍ଦେହଜନକ ଅବସ୍ଥାରେ ମହିଳାଙ୍କ ମୃତ ଦେହ ଉଦ୍ଧାର !!!

ବାଣପୁର ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ଖୋର୍ଦ୍ଧା ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥ ନାଚୁଣୀ ଫାଣ୍ଡି ଅନ୍ତର୍ଗତ ଜଙ୍ଗଲକୁଦା ନିକଟରେ…