ଆମ ରିପୋଟରଖୋର୍ଦ୍ଧାଜିଲ୍ଲାସ୍ମାର୍ଟ ସିଟି

ଜ୍ଞାନାଶ୍ରୟ ପାଲଟିଛି ଭୋଜନାଳୟ !!!

ଭୁବନେଶ୍ୱର ( ଆୱାଜ ମିଡ଼ିଆ ) – ନିରଞ୍ଜନ ସାହୁ : ରାଜ୍ୟ ପୁଲିସ ବିଭାଗର ଉଦ୍ୟମରେ ରାଜ୍ୟ ସାରା ଆୟୋଜିତ ହେଉଛି ଆମ ପୁଲିସ କାର୍ଯ୍ୟକ୍ରମ…

ଆମ ରିପୋଟରଖୋର୍ଦ୍ଧାଜିଲ୍ଲା

ମୋଦିଜୀ ଙ୍କ ଜନ୍ମ ଦିବସ ରେ ରକ୍ତଦାନ ଶିବିର !!!

ଭୁବନେଶ୍ୱର ( ଆୱାଜ ମିଡ଼ିଆ ) – ନିରଞ୍ଜନ ସାହୁ : ଭାରତର ଯଶଶ୍ଵି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଙ୍କ ଜନ୍ମ ଦିବସ ଅବସରରେ ରାଜଧାନୀ ଡ଼ାକ୍ତରଖାନା…

ଆମ ରିପୋଟରଖୋର୍ଦ୍ଧାଜିଲ୍ଲା

ବାଜିରେ ଲାଗିଛି ଛାତ୍ରଛାତ୍ରୀଙ୍କ ଜୀବନ : ଅନ୍ଧାରରେ ଅଭିଭାବକ !!!

ବାଣପୁର ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ରାଜ୍ୟ ସରକାର ସମସ୍ତ ଙ୍କୁ ଶିକ୍ଷା ମୌଳିକ ଅଧିକାର ରୂପେ ଘୋଷଣା କରୁଥିବା ବେଳେ…

ଆମ ରିପୋଟରଖୋର୍ଦ୍ଧାଜିଲ୍ଲା

ଓଡ଼ିଆ ଜାତିର ସର୍ବଶ୍ରେଷ୍ଠ ସମ୍ପଦ ହେଉଛି ଭାଷା : ବାଲୁଗାଁ ମହାବିଦ୍ୟାଳୟରେ ରାଜ୍ୟ ସ୍ତରୀୟ ଭାଷା ସମ୍ପାନ କାର୍ଯ୍ୟକ୍ରମ !!!

ବାଲୁଗାଁ ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ଓଡ଼ିଆ ଭାଷା ପ୍ରତିଷ୍ଠାନ, ଭୁବନେଶ୍ୱର ଙ୍କ ପ୍ରୋତ୍ସାହନ ଓ ବାଲୁଗାଁ ମହାବିଦ୍ୟାଳୟ ଓଡ଼ିଆ ସାହିତ୍ୟ…

ଆମ ରିପୋଟରଖୋର୍ଦ୍ଧାଜିଲ୍ଲାସ୍ମାର୍ଟ ସିଟି

ଇନର ହୁଇଲ କ୍ଲବ ଦ୍ୱାରା ବୟସ୍କ ମାନଙ୍କର ଦାୟିତ୍ୱ ଶୀର୍ଷକ ସେମିନାର ଆୟୋଜିତ !!!

ଭୁବନେଶ୍ୱର ( ଆୱାଜ ମିଡ଼ିଆ ) – ଶାଶ୍ଵତୀ ନାୟକ : ସମାଜସେବା କ୍ଷେତ୍ରରେ ନିଆରା ଉଦାହରଣ ପାଲଟିଥିବା ଇନର ହୁଇଲ ଗ୍ରୁପ ଆରମ୍ଭ କରିଛି ନୂଆ…

ଆମ ରିପୋଟରଖୋର୍ଦ୍ଧାଜିଲ୍ଲା

ନିଜେ ଦୁର୍ନୀତିରେ ରହି ଅନ୍ୟକୁ ଆଙ୍ଗୁଠି ଦେଖାଉଛନ୍ତି ଜିପିଏଲ ଏଫ୍ ସଭାନେତ୍ରୀ !!!

ବାଣପୁର ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ନିଜେ ଦୁର୍ନୀତିରେ ରହି ଅନ୍ୟକୁ ଆଙ୍ଗୁଠି ଦେଖାଉଛନ୍ତି ଜିପିଏଲ ଏଫ୍ ସଭାନେତ୍ରୀ , ଏପରି…

ଆମ ରିପୋଟରଖୋର୍ଦ୍ଧାଜିଲ୍ଲା

ଚିଲିକାରେ ପାଣି ତୋଳା ଯାତ୍ରା ସାରି ବାହୁଡ଼ିଲେ ମା’ ଭଗବତୀ : ଦୁର୍ଗା ଅଷ୍ଟମୀରୁ ମା’ଙ୍କ ଶୟନ ଆରମ୍ଭ !!!

ବାଣପୁର ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ଦେଶରେ ଥିବା ୧୦୮ ଶକ୍ତିପୀଠ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲା ବାଣପୁରର ମା’ଭଗବତୀଙ୍କ ଶକ୍ତି ପୀଠ…

ଆମ ରିପୋଟରଖୋର୍ଦ୍ଧାଜିଲ୍ଲା

ଗୋଦାବରୀଶ ମହାବିଦ୍ୟାଳୟରେ ବିଶ୍ଵ ଭ୍ରାତୃତ୍ଵ ଦିବସ ପାଳିତ !!!

ବାଣପୁର ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ଯୁଗ ପୁରୁଷ ସ୍ବାମୀ ବିବେକାନନ୍ଦ ୧୮୯୩ ମସିହା ସେପ୍ଟେମ୍ବର ମାସ ୧୧ ତାରିଖ ଦିନ…

ଆମ ରିପୋଟରକଟକଖୋର୍ଦ୍ଧାଜିଲ୍ଲାସ୍ମାର୍ଟ ସିଟି

ହଜି ଗଲାଣି ଆଈ ମା କାହାଣୀ ପୁସ୍ତକ ଉନ୍ମୋଚିତ !!!

ଭୁବନେଶ୍ବର ( ଆୱାଜ ମିଡ଼ିଆ ) – ବ୍ୟୁରୋ ରିପୋର୍ଟ : ଲେଖକ ତଥା ଗାଳ୍ପିକ ରବିନାରାୟଣ ପଟ୍ଟନାୟକଙ୍କ ଗଳ୍ପ ସଂକଳନ ହଜି ଗଲାଣି ଆଈ ମା…

ଆମ ରିପୋଟରଖୋର୍ଦ୍ଧାଜିଲ୍ଲା

ବାଣପୁର ନୀଳାଦ୍ରି ଜଙ୍ଗଲରେ ମହାବଳ ବାଘ ବୁଲୁଥିବା ଘଟଣା ସମ୍ପୂର୍ଣ୍ଣ ମିଥ୍ୟା – ବନ ବିଭାଗ ଅଧିକାରୀ !!!

ବାଣପୁର ( ଆୱାଜ ମିଡ଼ିଆ ) – ରାକେଶ ସାହୁ : କିଛି ଦିନ ଧରି ବିଭିନ୍ନ ସାମାଜିକ ଗଣମାଧ୍ୟମ ରେ ବରବରା ଜଙ୍ଗଲ ରେ ଏକ ମହାବଳ…