ଆମ ରିପୋଟରଜିଲ୍ଲାରାଜ୍ୟରାୟଗଡା

ପ୍ରଧାନମନ୍ତ୍ରୀ, ଗୃହମନ୍ତ୍ରୀ ଏବଂ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଗାଦି ଛାଡିବା ଦାବିରେ ରାଜ୍ୟବ୍ୟାପୀ ପ୍ରତିବାଦ ଦିବସ

ରାୟଗଡା ( ଆୱାଜ ମିଡ଼ିଆ ) – ଆଲୋକ ମହାରଣା : ପ୍ରଧାନମନ୍ତ୍ରୀ, ଗୃହମନ୍ତ୍ରୀ ଏବଂ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଗାଦି ଛାଡିବା ଦାବିରେ ରାଜ୍ୟବ୍ୟାପୀ ପ୍ରତିବାଦ ଦିବସ…

ଆମ ରିପୋଟରକଟକଜଗତସିଂହପୁରଜିଲ୍ଲା

ଚିଙ୍ଗୁଡ଼ି ଫ୍ୟାକ୍ଟ୍ରିରୁ ଆମୋନିଆ ଗ୍ୟାସ ଲିକ୍ ହୋଇ ୩ ମହିଳା ଗୁରୁତର !!!

ପାରାଦୀପ ( ଆୱାଜ ମିଡ଼ିଆ ) – ବ୍ୟୁରୋ ରିପୋର୍ଟ : ପାରାଦୀପ ରେ ଘଟିଛି ଅଘଟଣ . ଫ୍ୟାକ୍ଟ୍ରିରୁ ଆମୋନିଆ ଗ୍ୟାସ୍ ଲିକ ଯୋଗୁଁ ତିନି…

ଆମ ରିପୋଟରଜଗତସିଂହପୁରଜିଲ୍ଲାମୁଖ୍ୟ ଖବରଯାଜପୁରରାଜ୍ୟ

କୋଭିଡ କଟକଣା ଭାଙ୍ଗି ହରଡ଼ଘଣାରେ ସୁକିନ୍ଦା ତହସିଲଦାର ବୁଲୁବୁଲ ବେହେରା !!!

ବରଯାତ୍ରୀ ଦଳରେ ସାମିଲ ହୋଇ ନାଗିନ ଧୁନ ରେ କରୁଥିଲେ ଡ୍ୟାନ୍ସ ସୁକିନ୍ଦା ( ଆୱାଜ ମିଡ଼ିଆ ) – ଜିଜ୍ଞାସୁ ସାହୁ : ମହାମାରୀ କରୋନା…

ଆମ ରିପୋଟରଜିଲ୍ଲାଢେଙ୍କାନାଳ

ଢେଙ୍କାନାଳ ଜିଲ୍ଲା ସାମ୍ବାଦିକ ସଂଘ ତରଫରୁ ରକ୍ତଦାନ ଶିବିର !!!

ଢେଙ୍କାନାଳ ( ଆୱାଜ ମିଡ଼ିଆ ) – ରଞ୍ଜିତ ବେହେରା : ବର୍ତ୍ତମାନ କରୋନା ଭଳି ବିପର୍ଯ୍ୟସ୍ଥ ସମୟରେ ରାଜ୍ୟ ତଥା ଦେଶରେ ରକ୍ତ ର ଘୋର…

ଅପରାଧଆମ ରିପୋଟରଜିଲ୍ଲାଯାଜପୁରରାଜ୍ୟ

ସୁକିନ୍ଦା ଇମ୍ଫା ଖଣି ମଧ୍ୟରେ ଥିବା କ୍ରସରରେ ଦୁର୍ଘଟଣା : ଜଣେ ମୃତ ଜଣେ ଆହତ ।

ଯାଜପୁର ( ଆୱାଜ ମିଡ଼ିଆ ) – ଜିଜ୍ଞାସୁ ସାହୁ : ସୁକିନ୍ଦା କାଳିଆପାଣି ସ୍ଥିତ ଇମ୍ଫା ଖଣି ମଧ୍ୟରେ ଥିବା କ୍ରସରରେ ଆଜି ରାତି 9…

ଅପରାଧଆମ ରିପୋଟରକନ୍ଧମାଳଜିଲ୍ଲା

ସାମ୍ବାଦିକଙ୍କୁ ଗାଳି କରିଥିବା ଇନ୍ସପେକ୍ଟରଙ୍କୁ ଜିଲ୍ଲା ମୁଖ୍ୟାଳୟକୁ ବଦଳି !!!

କନ୍ଧମାଳ ( ଆୱାଜ଼ ମିଡ଼ିଆ ) – ସଞ୍ଜୟ କୁମାର ପାଣିଗ୍ରାହୀ : କନ୍ଧମାଳ ଜିଲ୍ଲା ଫୁଲବାଣୀର ଜୈନକ ସାମ୍ବାଦିକ ଙ୍କୁ ଗାଳି କରିଥିବା ଇନ୍ସପେକ୍ଟର ଦୀପକ…

ଆମ ରିପୋଟରଜିଲ୍ଲାଢେଙ୍କାନାଳ

ଢେଙ୍କାନାଳ ର ନିର୍ମଳ ସଂସ୍ଥା ପକ୍ଷରୁ ସ୍ୱଚ୍ଛତା କାର୍ଯ୍ୟକ୍ରମ !!

ଢେଙ୍କାନାଳ ( ଆୱାଜ ମିଡ଼ିଆ ) – ରଞ୍ଜିତ ବେହେରା : ଢେଙ୍କାନାଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ସ୍ୱଚ୍ଛତା ସେବା ଉପରେ ଏକ କାର୍ଯ୍ୟକ୍ରମ ଅନୁଷ୍ଠିତ…

ଆମ ରିପୋଟରକଟକଜିଲ୍ଲାରାଜ୍ୟ

ଉତ୍କଳ ବିକାଶ ପରିଷଦ ପକ୍ଷରୁ ବିଭିନ୍ନ ସେଵା କାର୍ଯ୍ୟସୂଚୀ ନିମନ୍ତେ ଅନଲାଇନ ଆଲୋଚନା ଚକ୍ର ।

କଟକ ( ଆୱାଜ ମିଡ଼ିଆ ) – ପ୍ରିୟବ୍ରତ ପଟ୍ଟନାୟକ : କଟକ ସଦର ବ୍ଲକର ଅଗ୍ରଣୀ ସାମାଜିକ ସଂଗଠନ ଉତ୍କଳ ବିକାଶ ପରିଷଦ ପକ୍ଷରୁ ଅନଲାଇନ…

ଆମ ରିପୋଟରକନ୍ଧମାଳଜିଲ୍ଲା

ପଦ୍ମଶ୍ରୀ ପୂର୍ଣ୍ଣମାସୀ ଜାନୀ ଅସୁସ୍ଥ : ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି !!

କନ୍ଧମାଳ ( ଆୱାଜ଼ ମିଡ଼ିଆ ) – ସଞ୍ଜୟ କୁମାର ପାଣିଗ୍ରାହୀ : କନ୍ଧମାଳ ଜିଲ୍ଲାର ପଦ୍ମଶ୍ରୀ ଉପାଧି ପାଇଥିବା ପୂର୍ଣ୍ଣମାସୀ ଜାନୀ ଆଜି ହଠାତ ଅସୁସ୍ଥ…

ଆମ ରିପୋଟରକଟକଖୋର୍ଦ୍ଧାଜିଲ୍ଲାସ୍ମାର୍ଟ ସିଟି

ମନରେଗା ଶ୍ରମିକଙ୍କୁ ସହାୟତାର ହାତ

ଭୁବନେଶ୍ୱର ( ଆୱାଜ ମିଡ଼ିଆ ) – ବ୍ୟୁରୋ ରିପୋର୍ଟ : ବାଲିଅନ୍ତା ବ୍ଲକ ଅନ୍ତର୍ଗତ ଉମାଦେଇ ବ୍ରହ୍ମପୁର ଗ୍ରାମ ପଞ୍ଚାୟତର ନାଗପୁର ଗ୍ରାମରେ ମନରେଗାରେ କାର୍ଯ୍ୟ…