ଆମ ରିପୋଟରଗଜପତିଜିଲ୍ଲା

ନିୟତି ମାନସିକ ଅନଗ୍ରସର ବିଦ୍ୟାଳୟରେ ବନମହୋତ୍ସଵ !!!

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ନିୟତି ମାନସିକ ଅନଗ୍ରସର ବିଦ୍ୟାଳୟ ପ୍ରାଙ୍ଗଣରେ ପ୍ରଗତି ମହିଳା ସଂଗଠନ ଓ ବିନୋଦିନୀ ବିଜ୍ଞାନ…

ଆମ ରିପୋଟରଜିଲ୍ଲାନୟାଗଡ

ସାମ୍ବାଦିକ ଭବନରେ ମେଗା ରକ୍ତଦାନ ଶିବିର : ୯୩ ୟୁନିଟ୍ ରକ୍ତ ସଂଗୃହିତ !!!

ନୟାଗଡ ( ଆୱାଜ ମିଡ଼ିଆ ) – ସ୍ୱରୂପ ପଟ୍ଟନାୟକ : ନୟାଗଡ଼ ସାମ୍ବାଦିକ ଭବନରେ ମେଗା ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ସାମ୍ବାଦିକ ଭବନ…

ଆମ ରିପୋଟରକଟକଜିଲ୍ଲା

ଭଗୀପୁର ଗ୍ରାମରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ !!!

ଡମପଡା ( ଆୱାଜ ମିଡ଼ିଆ ) – ସୁବ୍ରତ କୁମାର ନାୟକ : ଡମପଡ଼ା ବ୍ଲକ ଅନ୍ତର୍ଗତ ଭଗୀପୁର ଗ୍ରାମ ପଞ୍ଚାୟତ ଅଧିନସ୍ଥ ଭଗୀପୁର ବିଦ୍ୟାଳୟ ପରିସରରେ…

ଆମ ରିପୋଟରଜିଲ୍ଲାନୟାଗଡ

ଯୌତୁକ ନିଷେଧ ଅଧିନିୟମ-୧୯୬୧ ଉପରେ ଜିଲ୍ଲାସ୍ତରୀୟ ତାଲିମ ଶିବିର ଅନୁଷ୍ଠିତ !!!

ନୟାଗଡ ( ଆୱାଜ ମିଡ଼ିଆ ) – ସ୍ୱରୂପ ପଟ୍ଟନାୟକ : ନୟାଗଡ଼ ଜିଲ୍ଲା କାର୍ଯ୍ୟାଳୟର ସଦଭାବନା ସଭା ଗୃହରେ ଜିଲ୍ଲା ସମାଜ ମଙ୍ଗଳ ବିଭାଗ (DSWO…

ଆମ ରିପୋଟରଖୋର୍ଦ୍ଧାଜିଲ୍ଲାସ୍ମାର୍ଟ ସିଟି

ଅଲ୍ ଓଡ଼ିଶା ପ୍ରାଇଭେଟ୍ ସ୍କୁଲ୍ ଆସୋସିଏସନ୍ ପକ୍ଷରୁ ଶିକ୍ଷା ସମ୍ମାନ ସମାରୋହ !!!

ଭୁବନେଶ୍ୱର ( ଆୱାଜ ମିଡ଼ିଆ ) – ବ୍ୟୁରୋ ରିପୋର୍ଟ : ଅଲ୍ ଓଡ଼ିଶା ପ୍ରାଇଭେଟ୍ ସ୍କୁଲ୍ ଆସୋସିଏସନ୍ ପକ୍ଷରୁ ଭୁବନେଶ୍ୱର ସ୍ଥିତ ଗୀତ ଗୋବିନ୍ଦ ସଦନରେ…

ଆମ ରିପୋଟରଗଜପତିଜିଲ୍ଲା

ପାରଳାଖେମୁଣ୍ଡି ସରସ୍ଵତୀ ଶିଶୁ ମନ୍ଦିରରେ ଜ୍ଞାନ ବିଜ୍ଞାନ ମେଳା !!!

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ଠାରେ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି ।…

ଆମ ରିପୋଟରଖୋର୍ଦ୍ଧାଜିଲ୍ଲାସ୍ମାର୍ଟ ସିଟି

ଦାସ୍ତାନ-ଏ-ସଂଘର୍ଷ : “ଆମେ ଦୁର୍ବଳ ନୁହେଁ… ଆମ କାହାଣୀ ହିଁ ଆମର ଶକ୍ତି ” !!!

ଭୁବନେଶ୍ୱର ( ଆୱାଜ ମିଡ଼ିଆ ) – ବ୍ୟୁରୋ ରିପୋର୍ଟ : ଚର୍ଚ୍ଚାରେ ରହିଛି – ଦାସ୍ତାନ-ଏ-ସଂଘର୍ଷ ! ପ୍ରତ୍ୟେକ ଝିଅର କାହାଣୀ ଅଲଗା, କିନ୍ତୁ ତା’ର…

ଆମ ରିପୋଟରଗଜପତିଜିଲ୍ଲା

ଅବସରପ୍ରାପ୍ତ ଏସବିଆଇ ଅଫିସରଙ୍କ ପତ୍ନୀଙ୍କ ବିୟୋଗ !!!

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ପାରଳାଖେମୁଣ୍ଡି ଫ୍ରେଣ୍ଡସ୍ କଲୋନୀରେ ରହୁଥିବା ପୂର୍ବତନ ଷ୍ଟେଟବ୍ୟାଂକ ଅଫ ଇଣ୍ଡିଆର ଅଧିକାରୀ ହରିମୋହନ ପଟ୍ଟନାୟକଙ୍କ…

ଆମ ରିପୋଟରକଟକଜିଲ୍ଲା

ଆଦର୍ଶ ଶିକ୍ଷା ଅଧିକାରୀଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା !!!

ଡମପଡା ( ଆୱାଜ ମିଡ଼ିଆ ) – ସୁବ୍ରତ କୁମାର ନାୟକ : କଟକ ଶିକ୍ଷା ଜିଲ୍ଲାର ଡମପଡା ଗୋଷ୍ଠୀ ଶିକ୍ଷା ଅଧିକାରୀ କାମରାଜ ସାହୁଙ୍କର ଅବସରକାଳୀନ…