ଅପରାଧଆମ ରିପୋଟରଜିଲ୍ଲାଯାଜପୁର

ବାରଗାଡିଆ ଟୋଲ ଗେଟରେ ଡ୍ରାଇଭରଙ୍କୁ ମାଡମରା ଘଟଣା : ଟୋଲ ଗେଟ କର୍ମଚାରୀ ଗିରଫ !!!

ଯାଜପୁର ( ଆୱାଜ ମିଡ଼ିଆ ) – ଜିଜ୍ଞାସୁ ସାହୁ : କଳିଙ୍ଗନଗର ଶିଳ୍ପାଞ୍ଚଳର ପ୍ରବେଶ ପଥ କୁହାଯାଉଥିବା ଡୁବୁରୀ ଯାଜପୁର ରୋଡ ରାସ୍ତାର ବାରଗାଡ଼ିଆ ଟୋଲଗେଟରେ…

ଆମ ରିପୋଟରଖୋର୍ଦ୍ଧାଜିଲ୍ଲାମୁଖ୍ୟ ଖବରରାଜନୀତିରାଜ୍ୟସ୍ମାର୍ଟ ସିଟି

ଏହା ବିରୋଧୀ ଙ୍କର ନୂହେଁ , କୁନି କୁନି ବିଦ୍ୟାର୍ଥୀ ଙ୍କର ପ୍ରଶ୍ନ !!!

ଭୁବନେଶ୍ୱର ( ଆୱାଜ ମିଡ଼ିଆ ) – ଶୁଭ୍ରାଂଶୁ ଶୁଭମୟ ମହାନ୍ତି : ବିଦ୍ୟା , ବିଦ୍ୟାଳୟ ଏବଂ ବିଦ୍ୟାଳୟ ରୂପାନ୍ତରୀକରଣକୁ ନେଇ ବାହାସ୍ଫୋଟ ମାରୁଥିବା ଏବଂ…

ଆମ ରିପୋଟରଖୋର୍ଦ୍ଧାଜିଲ୍ଲା

ବାଣପୁର ବ୍ଲକରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର !!!

ବାଣପୁର ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକ ପରିସରରେ ମିଳିତ ଜନଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି ।…

ଆମ ରିପୋଟରଗଜପତିଜିଲ୍ଲା

ବାର୍ଦ୍ଧକ୍ୟ ଭତ୍ତା ପାଇଁ ଟ୍ରଲିରେ ବୁହା ହେଲେ ହିତାଧିକାରୀ !!!

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ପରିଣତ ବୟସରେ ସାମାନ୍ୟ ଖର୍ଚ୍ଚ ତୁଲାଇବା ପାଇଁ ଓଡ଼ିଶାରେ ରାଜ୍ୟ ସରକାର ବାର୍ଦ୍ଧକ୍ୟ ଭତ୍ତା…

ଅପରାଧଆମ ରିପୋଟରଜିଲ୍ଲାଯାଜପୁର

ସୁକିନ୍ଦା ମୁଖ୍ୟ ରାଜପଥରୁ ମଦ୍ୟପ ବାଇକ ଆରୋହୀ ଙ୍କୁ କାବୁ କଲା ପୁଲିସ !!!

ଯାଜପୁର ( ଆୱାଜ ମିଡ଼ିଆ ) – ଜିଜ୍ଞାସୁ ସାହୁ : ସୁକିନ୍ଦା ଥାନା ଅନ୍ତର୍ଗତ ସୁକିନ୍ଦା ମୁଖ୍ୟ ରାଜପଥରୁ ଚାରି ଜଣ ମଦ୍ୟପ ଯୁବକଙ୍କୁ ଗିରଫ…

ଆମ ରିପୋଟରଗଜପତିଜିଲ୍ଲା

ଗଜପତି ଛାତ୍ରୀଙ୍କ ବିଶ୍ବ ଦକ୍ଷତା କେନ୍ଦ୍ର ପରିଦର୍ଶନ !!!

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତିର 91 ଜଣ ଛାତ୍ରୀଙ୍କୁ ଭୁବନେଶ୍ବର ସ୍ଥିତ ବିଶ୍ବ ଦକ୍ଷତା କେନ୍ଦ୍ର ଏବଂ ଦକ୍ଷତା…

ଅପରାଧଆମ ରିପୋଟରଜିଲ୍ଲାଯାଜପୁର

ମହିଳାଙ୍କୁ ଦୁର୍ବ୍ୟବହର ଅଭିଯୋଗରେ ଯୁବକ ଥାନାରେ ଅଟକ !!!

ଯାଜପୁର ( ଆୱାଜ ମିଡ଼ିଆ ) – ଜିଜ୍ଞାସୁ ସାହୁ : ସୁକିନ୍ଦା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ଆସିଥିବା ମହିଳା ମାନଙ୍କୁ ଜଣେ ଯୁବକ ଦୁର୍ବ୍ୟବହାର କରୁଥିବା…

ଆମ ରିପୋଟରଗଜପତିଜିଲ୍ଲା

ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସହ ଗ୍ରାମ୍ୟ ମୁଖୀ ପ୍ରଶାସନ !!!

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ନୂଆଗଡ଼ ବ୍ଳକର ଅନ୍ତରସିଙ୍ଗ ଗ୍ରାମ ପଞ୍ଚାୟତ ଠାରେ ସଂଯୁକ୍ତ ଜନ ଅଭିଯୋଗ…

ଆମ ରିପୋଟରଖୋର୍ଦ୍ଧାଜିଲ୍ଲା

ଚିଲିକା ପ୍ରେସ କ୍ଲବର ସାଙ୍ଗଠନିକ ବୈଠକ ଓ କର୍ମକର୍ତ୍ତା ଚୟନ : ସଭାପତି ହେଲେ ପ୍ରକାଶ ପ୍ରଧାନ ସମ୍ପାଦକ ଅନନ୍ତ ଚରଣ ବାରିକ !!!

ଚିଲିକା ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ଚିଲିକା ପ୍ରେସ କ୍ଲବର ସାଙ୍ଗଠନିକ ବୈଠକ ଓ କର୍ମକର୍ତ୍ତା ଚୟନ ଅନୁଷ୍ଠିତ ହୋଇଯାଇଛି !…

ଆମ ରିପୋଟରଜିଲ୍ଲାନୟାଗଡ

ସମାଜ କଲ୍ୟାଣ ପାଇଁ ରକ୍ତଦାନ ଶିବିର !!!

ନୟାଗଡ ( ଆୱାଜ ମିଡ଼ିଆ ) – ବିଶ୍ବଭୂଷଣ ମହାପାତ୍ର : ନୟାଗଡ଼ର ଅଗ୍ରଣୀ ସ୍ବେଚ୍ଛାସେବୀ ଅନୁଷ୍ଠାନ ରୋଟାରୀ କ୍ଲବ ଏବଂ ଛତ୍ରପତି ଶିବାଜୀ କ୍ଲବ ସୋଲପଟା…