ଆମ ରିପୋଟରଖୋର୍ଦ୍ଧାଜିଲ୍ଲା

ଚିକିତ୍ସାରେ ଅର୍ଥ ସାଜିଛି ବାଧକ : ବାଣପୁର ଚିଆଙ୍କ ସାହିର ଧୋବୀ ସାହୁଙ୍କ ପରିବାର କୁ କିଏ ହେବ ସାହାରା !!!

ବାଣପୁର ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ଦୁଃଖ ଆସିଛି ଭଗାରି ହୋଇ ! ହଁ କାହିଁକି ଆମେ ଏକଥା କହୁଚୁ। ଅନେକ…

ଆମ ରିପୋଟରଜିଲ୍ଲାଯାଜପୁର

ସୁକିନ୍ଦା ସତସଂଗ କେନ୍ଦ୍ରରେ ଠାକୁର ଅନୁକୂଳ ଚନ୍ଦ୍ରଙ୍କ ୧୩୬ ତମ ଜନ୍ମ ଦିବସ ପାଳିତ !!!

ଯାଜପୁର ( ଆୱାଜ ମିଡ଼ିଆ ) – ଜିଜ୍ଞାସୁ ସାହୁ : ପରମ ପ୍ରେମମୟ ଠାକୁର ଅନୁକୂଳ ଚନ୍ଦ୍ରଙ୍କ ୧୩୬ ତମ ଜନ୍ମ ଦିବସ ପାଳିତ ।…

ଅପରାଧଆମ ରିପୋଟରଖୋର୍ଦ୍ଧାଜିଲ୍ଲା

୧୬ ନଂ ଜାତୀୟ ରାଜପଥ ବ୍ରାହ୍ମଣ କୁଷଡିହ ଛକଠାରେ ସଂଜ୍ଞାହୀନ ଅବସ୍ଥାରେ ଯୁବତୀ ଉଦ୍ଧାର !!!

ଚିଲିକା ( ଆୱାଜ ମିଡ଼ିଆ ) – ରାକେଶ ସାହୁ : ଖୋର୍ଦ୍ଧା ଜିଲ୍ଲା ୧୬ନଂ ଜାତୀୟ ରାଜପଥ ବ୍ରାହ୍ମଣ କୁଷଡିହ ଛକଠାରେ ଜଣେ ଯୁବତୀ ସଂଜ୍ଞାହୀନ…

ଆମ ରିପୋଟରଗଜପତିଜିଲ୍ଲା

ସରକାରୀ ହାଇସ୍କୁଲ (ମାଧ୍ୟମିକ) ନୂତନ ପେନସନ ଯୋଜନା ଭୁକ୍ତ ଶିକ୍ଷକ ସଂଘ ପକ୍ଷରୁ 2 ଦଫା ଦାବି ନେଇ ବି ଇ ଓ ଏବଂ ଜିଲ୍ଲାପାଳ ଙ୍କୁ ସ୍ମାରକପତ୍ର ପ୍ରଦାନ !!!

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲାର ସରକାରୀ (ମାଧ୍ୟମିକ) ନୂତନ ପେନସନ ଯୋଜନା ଭୁକ୍ତ ଶିକ୍ଷକ ସଂଘ ପକ୍ଷରୁ…

ଆମ ରିପୋଟରଜିଲ୍ଲାନୟାଗଡ

ନୟାଗଡ ଜିଲ୍ଲା ପରିଷଦ ର ପଞ୍ଚମ ଅଧିବେଶନ !!!

ନୟାଗଡ ( ଆୱାଜ ମିଡ଼ିଆ ) – ବିଶ୍ବଭୂଷଣ ମହାପାତ୍ର : ନୟାଗଡ ଜିଲ୍ଲା ପରିଷଦ ଅଧକ୍ଷ ଇଂ ଦେବାଶିଷ ପଟ୍ଟନାୟକ ଙ୍କ ସଭାପତିତ୍ବ ରେ ନୟାଗଡ…

ଆମ ରିପୋଟରଗଜପତିଜିଲ୍ଲା

ଜିଲ୍ଲା ଏସ୍.ଏସ୍.ବି ଅଧ୍ୟାପକଙ୍କ ଶାନ୍ତିପୂର୍ଣ୍ଣ ଧାରଣା !!!

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ…

ଆମ ରିପୋଟରଗଜପତିଜିଲ୍ଲା

ବାଳିକା ମାନଙ୍କ ପାଇଁ ଜିଲ୍ଲା ସ୍ତରୀୟ କ୍ରିଡ଼ା ପ୍ରତିଯୋଗିତା !!!

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ପ୍ରଶାସନ ତରଫରୁ ଜିଲ୍ଲାର ସମସ୍ତ ପଂଚାୟତ ସମିତିର ବିଦ୍ୟାଳୟ ଓ ମହାବିଦ୍ୟାଳୟ…

ଆମ ରିପୋଟରଜିଲ୍ଲାଯାଜପୁର

ସୁକିନ୍ଦା ଅଞ୍ଚଳର ବିଭିନ୍ନ ପୂଜା ମଣ୍ଡପରେ ମହାଆଡ଼ମ୍ବରରେ ବିଶ୍ୱକର୍ମା ପୂଜା ଅନୁଷ୍ଠିତ !!!

ଯାଜପୁର ( ଆୱାଜ ମିଡ଼ିଆ ) – ଜିଜ୍ଞାସୁ ସାହୁ : ସୁକିନ୍ଦା ଅଞ୍ଚଳର ବିଭିନ୍ନ ପୂଜା ମଣ୍ଡପରେ ମହାଆଡ଼ମ୍ବରରେ ବିଶ୍ୱକର୍ମା ପୂଜା ଅନୁଷ୍ଠିତ ! ସ୍ଥାନୀୟ…

ଆମ ରିପୋଟରଜିଲ୍ଲାରାୟଗଡା

ଆଇନସେବା ପ୍ରାଧିକରଣ ରାୟଗଡା ଦ୍ବାରା କୋର୍ଟ ପରିସରରେ ଆଇନ ସଚେତନତା ଶିବିର !!!

ରାୟଗଡା ( ଆୱାଜ ମିଡ଼ିଆ ) – ଆଲୋକ ମହାରଣା : ରାୟଗଡା ଜିଲ୍ଲା ଅଦାଲତ ର ଭିଡିଓ କନଫରେନ୍ସ ହଲ୍ ପରିସରରେ ଜିଲ୍ଲା ଆଇନ ସେବା…

ଆମ ରିପୋଟରକଟକଜିଲ୍ଲା

କଳାପଥର ଗ୍ରାମ ପଞ୍ଚାୟତ ଲେମ୍ବେରୀ ଗ୍ରାମ ରେ “ମୋ ଦେଶ – ମୋ ମାଟି” କାର୍ଯ୍ୟକ୍ରମ !!!

କଳାପଥର ( ଆୱାଜ ମିଡ଼ିଆ ) – ପ୍ରଶାନ୍ତ କର : କଳାପଥର ଗ୍ରାମ ପଞ୍ଚାୟତ ଲେମ୍ବେରୀ ଗ୍ରାମ ରେ ” ମୋ ଦେଶ ମୋ ମାଟି…